ନୂଆଦିଲ୍ଲୀ:ପୂର୍ବତନ ଭାରତୀୟ ଦ୍ରୁତ ବୋଲର ପରୱିନ୍ଦର ଆୱାନା ବିସିସିଆଇ ଜୁନିୟର ମନୋନୟନ କମିଟି ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ଏ ନେଇ ଶୁକ୍ରବାର ବିସିସିଆଇ ପକ୍ଷରୁ ଘୋଷଣା କରାଯାଇଛି। ପରୱିନ୍ଦର ଦୁଇଟି ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ସହ ୬୨ଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳିଛନ୍ତି। କ୍ରିକେଟରୁ ଅବସର ପରେ ଦିଲ୍ଲୀ ୧୬, ୧୯ ଓ ୨୩ ବର୍ଷରୁ କମ୍ ଦଳର ପ୍ରଶିକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ୧୯ ବର୍ଷରୁ କମ୍ ଭାରତୀୟ ଦଳର ବିସିସିଆଇ ହାଇପର୍ଫମାନ୍ସ କେନ୍ଦ୍ରର ସିଇଓ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି।
ପୂର୍ବତନ ଭାରତୀୟ ଦ୍ରୁତ ବୋଲର ପରୱିନ୍ଦର ଆୱାନା ବିସିସିଆଇ ଜୁନିୟର ମନୋନୟନ କମିଟି ଅଧ୍ୟକ୍ଷ ନିଯୁକ୍ତ
















Leave a Reply